ଏହା ଏକ ଜଣାଶୁଣା ତଥ୍ୟ ଯେ ପ୍ରତିଦ୍ୱନ୍ଦ୍ୱୀତା ପରିବର୍ତ୍ତେ ସହଯୋଗ ଦ୍ୱାରା ନବସୃଜନ ହାସଲ ହୁଏ ।
ଆମଠାରୁ ଅଲଗା ଥିବା ବ୍ୟକ୍ତିଙ୍କ ସହିତ ମଧ୍ୟ ଆମେ ଭଲ ଫଳାଫଳ ପାଇପାରିବା କି?
ଅନ୍ୟ ଜଣେ ବ୍ୟକ୍ତିଙ୍କ ସହ ସହଯୋଗ କରିବାକୁ ଆମେ ସରଳ ତଥାପି ସର୍ବୋତ୍ତମ ଉପାୟ ଉପସ୍ଥାପନ କରୁ ।
ଭିଡିଓରେ ଉଲ୍ଲେଖ କରାଯାଇଥିବା ବାକ୍ୟ ଫିଲିପ୍ପୀୟ ୨:୨-୩ ବାଇବଲରୁ ଆସିଛି ।
“ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର... ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;”ଫିଲିପ୍ପୀୟ ୨:୨-୩
୧୧୯ ବୁନଡାଙ୍ଗ-ଗୁ, ସାଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, କୋରିଆ
ଫୋନ ୦୩୧-୭୩୮-୫୯୯୯ ଫେକ୍ସ ୦୩୧-୭୩୮-୫୯୯୮
ପ୍ରଧାନ କାର୍ଯ୍ୟାଳୟ: ୫୦, ସୁନେ-ରୋ (ସୁନେ-ଡ଼ଙ୍ଗ୍), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ୍-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ମୁଖ୍ୟ ଚର୍ଚ୍ଚ: ୩୫, ପାଙ୍ଗୋଷ୍ଟେସନ-ଆରୋ (୫୨୬, ବାଣ୍ଡଙ୍ଗ୍-ଡ଼ଙ୍ଗ), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ⓒ ଚର୍ଚ୍ଚ ଅଫ୍ ଗଡ୍ ବିଶ୍ୱ ମିଶନ ସଂସ୍ଥା । ସର୍ବାଧିକାର ସୁରକ୍ଷିତ । ବ୍ୟକ୍ତିଗତ ବାର୍ତ୍ତାର ଉପଯୋଗ କରିବାର ନୀତି