ଯେତେବେଳେ ଜୀବନରେ ଏକ ନୂତନ ସୁଯୋଗ ଆସେ, ତେବେ ଲୋକମାନେ “ନୂତନ ମୁଁ” ସ୍ୱପ୍ନ ଦେଖନ୍ତି ଏବଂ ସଂକଳ୍ପ ନିଅନ୍ତି ।
ତଥାପି, ଏକ ସଂକଳ୍ପକୁ ଅଭ୍ୟାସରେ ଆଣିବା ସହଜ ନୁହେଁ । ସଂକଳ୍ପ କରିବା ପାଇଁ ଏଠାରେ କିଛି ପରାମର୍ଶ ଦିଆଯାଇଅଛି ।
ଭିଡିଓରେ ଉପସ୍ଥାପିତ ହୋଇଥିବା ବାଇବଲ ପଦ ହେଉଛି ଯାକୁବ ୧:୨୫ ।
“କିନ୍ତୁ ଯେ ସିଦ୍ଧ, ଅର୍ଥାତ୍, ସ୍ଵାଧୀନତାର ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ, ପୁଣି ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ, ସେ ଆପଣା କାର୍ଯ୍ୟରେ ଧନ୍ୟ ।” ଯାକୁବ ୧:୨୫
୧୧୯ ବୁନଡାଙ୍ଗ-ଗୁ, ସାଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, କୋରିଆ
ଫୋନ ୦୩୧-୭୩୮-୫୯୯୯ ଫେକ୍ସ ୦୩୧-୭୩୮-୫୯୯୮
ପ୍ରଧାନ କାର୍ଯ୍ୟାଳୟ: ୫୦, ସୁନେ-ରୋ (ସୁନେ-ଡ଼ଙ୍ଗ୍), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ୍-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ମୁଖ୍ୟ ଚର୍ଚ୍ଚ: ୩୫, ପାଙ୍ଗୋଷ୍ଟେସନ-ଆରୋ (୫୨୬, ବାଣ୍ଡଙ୍ଗ୍-ଡ଼ଙ୍ଗ), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ⓒ ଚର୍ଚ୍ଚ ଅଫ୍ ଗଡ୍ ବିଶ୍ୱ ମିଶନ ସଂସ୍ଥା । ସର୍ବାଧିକାର ସୁରକ୍ଷିତ । ବ୍ୟକ୍ତିଗତ ବାର୍ତ୍ତାର ଉପଯୋଗ କରିବାର ନୀତି