『ତୁମ୍ଭମାନଙ୍କ ମଧ୍ୟରୁ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶ୍ୱତଙ୍କୁ ପ୍ରାନ୍ତରରେ ଛାଡି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ? ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନିଆସେ । ପୁଣି ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ରକରି ସେମାନଙ୍କୁ କହେ, ମୋ’ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି । ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହିପ୍ରକାରେ ଯେଉଁମାନଙ୍କର ମନପରିବର୍ତ୍ତନ କରିବାର ପ୍ରୟୋଜନ ନାହିଁ, ଏପରି ଅନେଶ୍ୱତ ଧାର୍ମିକ ଲୋକମାନଙ୍କ ଅପେକ୍ଷା, ଯେ ମନ ପରିବର୍ତ୍ତନ କରେ, ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ ।』
ଲୂକ ୧୫:୪-୭
୧୧୯ ବୁନଡାଙ୍ଗ-ଗୁ, ସାଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, କୋରିଆ
ଫୋନ ୦୩୧-୭୩୮-୫୯୯୯ ଫେକ୍ସ ୦୩୧-୭୩୮-୫୯୯୮
ପ୍ରଧାନ କାର୍ଯ୍ୟାଳୟ: ୫୦, ସୁନେ-ରୋ (ସୁନେ-ଡ଼ଙ୍ଗ୍), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ୍-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ମୁଖ୍ୟ ଚର୍ଚ୍ଚ: ୩୫, ପାଙ୍ଗୋଷ୍ଟେସନ-ଆରୋ (୫୨୬, ବାଣ୍ଡଙ୍ଗ୍-ଡ଼ଙ୍ଗ), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ⓒ ଚର୍ଚ୍ଚ ଅଫ୍ ଗଡ୍ ବିଶ୍ୱ ମିଶନ ସଂସ୍ଥା । ସର୍ବାଧିକାର ସୁରକ୍ଷିତ । ବ୍ୟକ୍ତିଗତ ବାର୍ତ୍ତାର ଉପଯୋଗ କରିବାର ନୀତି