ପ୍ରାୟଶ୍ଚିତ ର ଦିନରେ, ଯେତେବେଳେ ମାନବଜାତି ଜାଣତରେ ଏବଂ ଅଜାଣତରେ ସ୍ୱର୍ଗରେ ଏବଂ ଏହି ପୃଥିବୀରେ କରିଥିବା ସମସ୍ତ ପାପ ନିମନ୍ତେ ପରମେଶ୍ୱରଙ୍କ ସମ୍ମୁଖରେ ଅନୁତାପ କରନ୍ତି, ତେବେ ସେମାନଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ପାପରୁ କ୍ଷମା କରାଯିବ ଏବଂ ସେମାନଙ୍କୁ ସ୍ୱର୍ଗରାଜ୍ୟକୁ ଫେରିବାର ସୁଯୋଗ ଦିଆଯିବ ।
ଠିକ୍ ଯେପରି ଯୀଶୁ ଏହି ପୃଥିବୀକୁ ଆସି କହିଲେ, “ମନ ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ,” ବର୍ତ୍ତମାନ ଖ୍ରୀଷ୍ଟ ଆନ୍ ସାଙ୍ଗ୍ ହୋଙ୍ଗ୍ ଏବଂ ମାତା ପରମେଶ୍ୱର ମଧ୍ୟ ମାନବଜାତିକୁ ସମ୍ପୂର୍ଣ୍ଣ ଅନୁତାପ ପ୍ରାପ୍ତ କରିବା ଏବଂ ବିପତ୍ତିରୁ ରକ୍ଷା ପ୍ରାପ୍ତ କରିବା ଏବଂ ଉଦ୍ଧାର ପ୍ରାପ୍ତ କରିବାକୁ କହୁଅଛନ୍ତି ।
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି ।
ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନପରିବର୍ତ୍ତନ ନିମନ୍ତେ ପାପୀମାନଙ୍କୁ ଆହ୍ଵାନ କରିବା ପାଇଁ ଆସିଅଛି ।
ଲୂକ ୫:୩୧-୩୨
ଦେଖ, ସଦାପ୍ରଭୁଙ୍କର ହସ୍ତ ଛୋଟ ହୋଇ ଯାଇ ନାହିଁ ଯେ, ତାହା ପରିତ୍ରାଣ କରି ନ ପାରେ, କିଅବା ତାହାଙ୍କର କର୍ଣ୍ଣ ଭାରୀ ହୋଇ ନାହିଁ, ଯେ ତାହା ଶୁଣି ନ ପାରେ ।
ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।
ଯିଶାଇୟ ୫୯:୧-୨
୧୧୯ ବୁନଡାଙ୍ଗ-ଗୁ, ସାଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, କୋରିଆ
ଫୋନ ୦୩୧-୭୩୮-୫୯୯୯ ଫେକ୍ସ ୦୩୧-୭୩୮-୫୯୯୮
ପ୍ରଧାନ କାର୍ଯ୍ୟାଳୟ: ୫୦, ସୁନେ-ରୋ (ସୁନେ-ଡ଼ଙ୍ଗ୍), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ୍-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ମୁଖ୍ୟ ଚର୍ଚ୍ଚ: ୩୫, ପାଙ୍ଗୋଷ୍ଟେସନ-ଆରୋ (୫୨୬, ବାଣ୍ଡଙ୍ଗ୍-ଡ଼ଙ୍ଗ), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ⓒ ଚର୍ଚ୍ଚ ଅଫ୍ ଗଡ୍ ବିଶ୍ୱ ମିଶନ ସଂସ୍ଥା । ସର୍ବାଧିକାର ସୁରକ୍ଷିତ । ବ୍ୟକ୍ତିଗତ ବାର୍ତ୍ତାର ଉପଯୋଗ କରିବାର ନୀତି