କେବଳ ଯେତେବେଳେ ଆମ୍ଭେ ଏଦନରେ ଅମୃତ ବୃକ୍ଷ, ନିୟମର ସିନ୍ଦୁକ
ଏବଂ ନୂତନ ନିୟମର ନିସ୍ତାର ପର୍ବର ରହସ୍ୟକୁ ବୁଝୁ,
କେବଳ ସେତେବେଳେ ଆମ୍ଭେ ପାପରୁ ମୁକ୍ତ ହୋଇପାରିବା
ଏବଂ ଅନନ୍ତ ସ୍ୱର୍ଗରାଜ୍ୟରେ ପ୍ରବେଶ କରିପାରିବା ।
ମାନବଜାତିକୁ ଉଦ୍ଧାର କରିବା ପାଇଁ ପରମେଶ୍ୱର ଦ୍ୱିତୀୟ ଥର ପୃଥିବୀକୁ ଆସିଲେ ।
ପବିତ୍ର ଆତ୍ମାଙ୍କ ଯୁଗରେ ଉଦ୍ଧାରକର୍ତ୍ତା, ଯିଏ ନୂତନ ନିୟମର ନିସ୍ତାର ପର୍ବ -
ଅମୃତ ବୃକ୍ଷର ବାସ୍ତବତାକୁ ପୁନଃସ୍ଥାପିତ କଲେ,
ସେ ହେଉଛନ୍ତି ଖ୍ରୀଷ୍ଟ ଆନ୍ ସାଙ୍ଗ୍ ହୋଙ୍ଗ୍ ଏବଂ ମାତା ପରମେଶ୍ୱର ।
ଏହିସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ଵାରା ଲୋକ-ସମୂହକୁ କହିଲେ, ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ... ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ଵାରା କଥା କହିବା, ଜଗତର ପତ୍ତନାବଧି ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା । [ମାଥିଉ ୧୩:୩୪-୪୫]
୧୧୯ ବୁନଡାଙ୍ଗ-ଗୁ, ସାଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, କୋରିଆ
ଫୋନ ୦୩୧-୭୩୮-୫୯୯୯ ଫେକ୍ସ ୦୩୧-୭୩୮-୫୯୯୮
ପ୍ରଧାନ କାର୍ଯ୍ୟାଳୟ: ୫୦, ସୁନେ-ରୋ (ସୁନେ-ଡ଼ଙ୍ଗ୍), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ୍-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ମୁଖ୍ୟ ଚର୍ଚ୍ଚ: ୩୫, ପାଙ୍ଗୋଷ୍ଟେସନ-ଆରୋ (୫୨୬, ବାଣ୍ଡଙ୍ଗ୍-ଡ଼ଙ୍ଗ), ବ୍ୟୁଡ଼ଙ୍ଗ୍-ଗୁ, ସେୟଙ୍ଗନାମ-ସୀ, ଗ୍ୟଙ୍ଗୀ-ଦୋ, ଦକ୍ଷିଣ କୋରିଆ
ⓒ ଚର୍ଚ୍ଚ ଅଫ୍ ଗଡ୍ ବିଶ୍ୱ ମିଶନ ସଂସ୍ଥା । ସର୍ବାଧିକାର ସୁରକ୍ଷିତ । ବ୍ୟକ୍ତିଗତ ବାର୍ତ୍ତାର ଉପଯୋଗ କରିବାର ନୀତି